Galpa Swalpa - Part 1 ଫକୀରମୋହନ ସେନାପତି
Step into an infinite world of stories
5
Religion & Spirituality
ସନ୍ଥକବି ଜଗନ୍ନାଥ ଦାସଙ୍କ ରଚିତ ଶ୍ରୀମଦ୍ଭାଗବତ କେବଳ ଏକ ପୁସ୍ତକ ନୁହେଁ, ଓଡ଼ିଶାର ସାଂସ୍କୃତିକ ଆନ୍ଦୋଳନରେ ଏକ ପ୍ରମୁଖ ଆଧାର! ଓଡ଼ିଶାର ଘରେଘରେ ଓ ଗ୍ରାମେଗ୍ରାମେ ଭାଗବତ ଟୁଙ୍ଗି (ଗାଦି)ରେ ଏହି ଅଧ୍ୟାତ୍ମ ଗ୍ରନ୍ଥ 'ଭାଗବତ ଗୋସେଇଁ' ରୂପେ ପୂଜିତ! ଓଡ଼ିଶାର ଜାତୀୟ ଜୀବନଧାରାକୁ ଏହା ଗଭୀରଭାବେ ପ୍ରଭାବିତ କରିଆସିଛି! ବିଗତ ପାଞ୍ଚ ଶହ ବର୍ଷ ଧରି ଶ୍ରୀମଦ୍ଭାଗବତ ଓଡ଼ିଆ ଭାଷା, ସାହିତ୍ୟ, ସମାଜ ଓ ସଂସ୍କୃତିର ଶ୍ରୀବୃଦ୍ଧି କରିଆସିଛି! ତେବେ ଚାଲନ୍ତୁ ଏବେ ଶୁଣିବା ଶ୍ରୀମଦ୍ଭାଗବତର ବହୁପଠିତ ଏକାଦଶ ସ୍କନ୍ଧ, ବିଚିତ୍ରାନନ୍ଦ ପଣ୍ଡାଙ୍କ ସୁମଧୁର କଣ୍ଠରେ!
© 2021 Storyside IN (Audiobook): 9789354342080
Release date
Audiobook: 3 June 2021
English
India